ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୩ ମାସରେ ଇ-କେୱାଇସି ନ କଲେ କଟାଯିବ କାର୍ଡ

0

ଭୁବନେଶ୍ବର: ରାଶନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌। ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ ଇ-କେୱାଇସି କରିବାକୁ। ଯଦି ୩ ମାସରେ ଇ-କେୱାଇସି ନକରନ୍ତି ତେବେ କଟାଯିବ କାର୍ଡ।
ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର ଲୋକ ଇ-କେୱାଇସି କରିନାହାନ୍ତି। ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଇ-କେୱାଇସି କରିନଥିବା ଲୋକଙ୍କ ଚାଉଳ ବନ୍ଦ କରାଯାଇଛି।

ଯଦି ଚାଉଳ ଯାଉନି ସେମାନେ ଇ-କେୱାଇସି କଲେ ସରକାର ଚାଉଳ ଦେବେ। ଇ-କେୱାଇସି କରି ନ ଥିବା ଲୋକଙ୍କ ପାଇଁ ସରକାର ୩ ମାସ ଅପେକ୍ଷା କରିବେ। କାର୍ଡ ଗୁଡ଼ିକ ସେହି ସମୟରେ ସସପେଣ୍ଡ ଅବସ୍ଥାରେ ରହିବ। ୩ ମାସରେଇ-କେୱାଇସି ନ କଲେ କାର୍ଡ ଗୁଡ଼ିକ ସରକାର କାଟିଦେବେ। ତେବେ ନେଟୱର୍କ ନଥିବା ଜିଲାମାନଙ୍କରେ ନେଟୱର୍କ ବ୍ୟବସ୍ଥା କରାଯାଇଛି। ୫ ବର୍ଷରୁ ଅଧିକ ବୟସ ପିଲାମାନେ ରାସନ କାର୍ଡରେ ସାମିଲ ହେବେ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.