ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

କାଲି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ

0

ବାଲେଶ୍ବର: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏଥିସହ ବିଜେଡି ଲୋକସେବା ଭବନ ମଧ୍ୟ ଘେରାଉ କରିବ।

ଏନେଇ ଗୃହ ବିଭାଗ ସବୁ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛି। ସବୁ କର୍ମଚାରୀଙ୍କୁ ସାଢ଼େ ୯ ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଢ଼େ ୯ରେ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହୋଇଯିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି। ବିଜେଡି ଘେରାଉ ନେଇ ଘୋଷଣା କରିଥିବାରୁ ସୁରକ୍ଷା ଦୃଷ୍ଟିରୁ ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.