ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ

0

ଛତିଶଗଡ଼: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ମିଳିଥିବା ସୂଚନା ମୁତାବକ, ନାରାୟଣପୁର ଜିଲା ଅବୁଝମାଡ଼ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ରହିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏନେଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଅଞ୍ଚଳରେ ସର୍ଚ୍ଚ ଅପରେଶନ କରାଯାଇଥିଲା। ଅପରେଶନ ବେଳେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ଗୁଳି ଫୁଟାଇଥିଲେ। ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏନ୍‌କାଉଣ୍ଟରେ ଜଣେ ୬ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେଶନ ବେଳେ ଘଟଣାସ୍ଥଳରୁ ଏକେ-୪୭, SLR ରାଇଫଲ୍ସ ସମେତ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି।

Leave A Reply

Your email address will not be published.