ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପ୍ରତି ଜିଲାରେ ଖୋଲିବ ମଡେଲ ମଣ୍ଡି : ସମବାୟ ମନ୍ତ୍ରୀ

0

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର, ବିଜୁଳି ବ୍ୟବସ୍ଥା, ଦୋକାନ, ଏସ୍‌ଏଚ୍‌ଜି ମହିଳାଙ୍କ ଦ୍ୱାରା ଟିଫିନ୍‌ ସେଣ୍ଟର, ପାର୍କିଂ ଆଦି ବ୍ୟବସ୍ଥା ରହିବ। ମଡେଲ ମଣ୍ଡିର ରୂପରେଖ କେମିତି ରହିବ ସେ ନେଇ ସମବାୟ ମନ୍ତ୍ରୀ ବଳସାମନ୍ତ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ମଡେଲ ମଣ୍ଡି ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହି ତଥ୍ୟ ରଖିଛନ୍ତି।

Leave A Reply

Your email address will not be published.