ଭୁବନେଶ୍ବର; ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଲେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ମଧ୍ୟ ନିଯୁକ୍ତ ହୋଇଛନ୍ତି।
ପ୍ରମୁଖ ଖବର
ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର