ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସ୍କୁଲରୁ ଫେରୁଥିବା ବେଳେ ଟ୍ରକ ଧକ୍କା; ବାପା-ଝିଅ ମୃତ

0

ପାରାଦୀପ: ଜଗତସିଂହପୁର ଜିଲ୍ଲାର କଟକ-ପାରାଦୀପ ରାଜପଥ ସ୍ଥିତ କୋଠିଆସାହି ଛକରେ ଗୁରୁବାର ଦିନ ଏକ ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନଅ ବର୍ଷର ଝିଅର ମୃତ୍ୟୁ ହୋଇଛି।
ଉଭୟ ଅପରାହ୍ନରେ ପାରାଦୀପର ଏକ ଘରୋଇ ସ୍କୁଲରୁ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।ତେବେ ମୃତ ବ୍ୟକ୍ତି ଜଣକ କୁଜଙ୍ଗ ଥାନା ଅଧୀନସ୍ଥ ସନ୍ଧାପୁର ଅଞ୍ଚଳର ରାଜ କିଶୋର ବିଶ୍ୱାଳ ଏବଂ ତାଙ୍କ ଝିଅ ଲୋରି ବିଶ୍ୱାଳ ବୋଲି ଜଣାପଡ଼ିଛି।
ଏହି ଘଟଣା ପରେ ସେଠାରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକ ଉତ୍ୟକ୍ତ ହୋଇ ରାସ୍ତା ଅବରୋଧ ମଧ୍ୟ କରିଥିଲେ। ଦୁର୍ଘଟଣା ପରେ ପୋଲିସ ଟିମ୍ ସେଠାରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ପରିସ୍ଥିତିକୁ ଶାନ୍ତ କରିବା ପାଇଁ ଚେଷ୍ଟା କରିଥିଲେ।

Leave A Reply

Your email address will not be published.