ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମର ଅଖଲ ଅଞ୍ଚଳରେ ୯ଦିନ ହେଲାଣି ସର୍ଚ୍ଚ ଅପରେସନ ଜାରି ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଆତଙ୍କୀଙ୍କ ଗୁଳିବର୍ଷାରେ ୨ ଜଣ ଯବାନ ଶହିଦ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ସୈନିକ ଆହତ ହୋଇଛନ୍ତି।

ରିପୋର୍ଟ ଅନୁସାରେ ଅପରେସନ ଅଖଲ ବେଳେ ସେନା ଅନେକ ଆତଙ୍କୀଙ୍କୁ ନିପାତ କରିଛି। ଆତଙ୍କବାଦୀଙ୍କ ଗୁଳିରେ ସହିଦ ହୋଇଥିବା ଯବାନଙ୍କ ନାମ ପ୍ରିତପାଲ ସିଂହ ଏବଂ ସିପାହୀ ହରମିନ୍ଦର ସିଂହ। ସୂତ୍ର ଅନୁସାରେ ଘନ ଜଙ୍ଗଲ ଗୁମ୍ଫାରେ ଅନେକ ଆତଙ୍କବାଦୀ ଲୁଚି ରହିଥିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଏପର୍ଯ୍ୟନ୍ତ, ଅପରେଶନରେ ଜଣେ ଆତଙ୍କବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୋଟ ଦୁଇ ଜଣ ଯବାନ ଶହିଦ ହୋଇଛନ୍ତି ଏବଂ ଦଶ ଜଣ ସୈନିକ ଆହତ ହୋଇଛନ୍ତି।

Leave A Reply

Your email address will not be published.