ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

0

ଭୁବନେଶ୍ୱର: ଭୁବନେଶ୍ୱରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ। ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି। ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି। ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ କରିଛନ୍ତି ଜଣେ ଯୁବକ। ଖଣ୍ଡଗିରି ଥାନା ଅଧୀନ ଏକ ଘରୋଇ କଲେଜ ପରିସରରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଥିବା ଜଣାପଡିଛି। ତେବେ ସମ୍ପୂକ୍ତ ଯୁବକ ଘରୋଇ କଲେଜରେ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ଯୁବକଙ୍କ ଶରୀରର ୧୫% ପୋଡ଼ିଯାଇଛି। ଯୁବକଙ୍କୁ ଉଦ୍ଧାର କରାଯାଇ ଏମ୍ସରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି।

ପୋଡ଼ି ଆହତ ହୋଇଥିବା ଯୁବକଙ୍କ ଘର ଯାଜପୁର ବିଂଝାରପୁର ହୋଇଥିବା ବେଳେ ପାରିବାରିକ କଳହକୁ କେନ୍ଦ୍ର କରି ସେ ଏଭଳି ଚରମ ପଦକ୍ଷେପ ନେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.