ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ନବୀନଙ୍କ ସହ କଥା ହେଲେ ମୋଦି

0

ଭୁବନେଶ୍ବର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । କିଛି ସମୟ ବିଶ୍ରାମ ନେବା ପାଇଁ କହିବା ସହ ଦିଲ୍ଲୀ ଆସିଲେ ଦେଖା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ।

Leave A Reply

Your email address will not be published.