ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

0

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ। ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ। ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ କରିଛନ୍ତି। ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସାନ ଭାଇ ପ୍ରଭାତ ବଳବନ୍ତରାୟ।

ଧର୍ମଶାଳାରେ ବିକାଶ କାମରେ ସମସ୍ୟା ହେଉଥିବା ଅଭିଯୋଗ କରି ଅଗଷ୍ଟ ୧୧ ତାରିଖରେ ୩୮ରୁ ଅଧିକ ସମିତି ସଭ୍ୟ ଓ ସରପଞ୍ଚ ପ୍ରଭାତଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ସେ ଆଜି ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି।

Leave A Reply

Your email address will not be published.