ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭ୍ୟାନ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ

0

ନ୍ୟୁଜ୍ ବ୍ୟୁରୋ: ଚୋରା ଚାଲାଣ ବେଳେ ଭ୍ୟାନ୍‌ରୁ ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ। ଗଜପତିରୁ ପୁରୀ ଚାଲାଣ ହେଉଥିବାବେଳେ ଏନ୍ଏଚ୍ ୧୬ ଚଣ୍ଡେଶ୍ବର ନିକଟରୁ ଧରିଲା ଅବକାରୀ ବିଭାଗ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୫ ଲକ୍ଷ ଟଙ୍କା ହେବ ।

ତେବେ ଜଣେ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଚଳାଇଛି ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ଖୋର୍ଦ୍ଧା ଗୁଡୁମୁ ଗାଁର ପ୍ରିୟ ରଂଜନ ପଣ୍ଡା ବୋଲି ସୂଚନା ରହିଛି । ବିଶ୍ବସ୍ତ ସୁତ୍ରରୁ ଖବର ପାଇ ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲା ଚଣ୍ଡେଶ୍ୱର ନିକଟରେ ଚଢାଉ କରିଥିଲା । ଏହି ଚଢାଉରେ ଅବକାରୀ ବିଭାଗକୁ ପିକ୍‌ଅପ୍‌ ଭ୍ୟାନ୍‌ରୁ ୧୦ କ୍ୱିଣ୍ଟାଲ ୫୦ କିଲୋ ଗଞ୍ଜେଇ ମିଳିଥିଲା ।

Leave A Reply

Your email address will not be published.