ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଅନଲାଇନ୍ ଗେମିଂ ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

0

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ଏହି ଫାଣ୍ଟାସୀ ଗେମିଂ ଉପରେ ତାଲା ପଡ଼ି । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ସହ ଏବେ ଏହି ଗେମିଂ ଉପରେ ତାଲା ପଡ଼ିବାର ରାସ୍ତା ମଧ୍ୟ ପରିଷ୍କାର ହୋଇଯାଇଛି।

ସଂସଦର ମୌସୁମୀ ଅଧିବେସନ ଅବସରରେ ଅନଲାଇନ୍ ଗେମିଂ ବିଲ ପାସ ହୋଇଥିଲା। ସଂସଦର ଉଭୟ ଗୃହ, ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ଅନଲାଇନ୍ ଗେମିଂ ପ୍ରମୋସନ ଓ ରେଗୁଲେସନ ବିଲକୁ ଏବେ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମଧ୍ୟ ମିଳିଯାଇଛି। ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିବା ସହିତ ଏବେ ଏହା ଆଇନରେ ପରିଣତ ହୋଇଯାଇଛି ଓ ଏହାର ପ୍ରାବଧାନ ଲାଗୁ ହୋଇଯାଇଛି। ଏହି ବିଲ ଅଗଷ୍ଟ ୦ ତାରିଖରେ ଲୋକସଭା ଓ ୨୧ରେ ରାଜ୍ୟସଭାରେ ପାରିତ ହୋଇଥିଲା। ଉଭୟ ଗୃହରେ ବିଲକୁ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଉପସ୍ଥାପନ କରିଥିଲେ।

Leave A Reply

Your email address will not be published.