ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ