ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଢେଙ୍କାନାଳ ଏସପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

0

ଢେଙ୍କାନାଳ: ଢେଙ୍କାନାଳ ଏସପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ। ଅଘଟଣ ପୂର୍ବରୁ ପେଟ୍ରୋଲ ବୋତଲକୁ ଛଡାଇ ନେଲେ ପୋଲିସ। ପାରିବାରିକ କାରଣରୁ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା।

ମହିଳାଙ୍କ ଦିଅର ତାଙ୍କୁ ବାରମ୍ବାର ନିର୍ଯାତନା ଦେଉଥିବା ନେଇ ସେ ସଦର ଥାନାରେ ଅଭିଯୋଗ କରିବାକୁ ଯାଇଥିଲେ। କିନ୍ତୁ ପୋଲିସ ଶୁଣି ନଥିବାରୁ ମାନସିକ ଭାରସାମ୍ୟ ହରାଇ ମହିଳା ଜଣକ ଏସପି କାର୍ଯ୍ୟାଳୟକୁ ଆସି ନିଜ ଉପରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏସପି କାର୍ଯ୍ୟାଳୟରେ ତୁରନ୍ତ ପହଞ୍ଚି ମହିଳାଙ୍କ ଅଭିଯୋଗ ଶୁଣିବା ସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.