ନ୍ୟୁଜ୍ ବ୍ୟୁରୋ: ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତା’ର ପ୍ଲାଣ୍ଟ ତିଆରି କରିବ। ଟ୍ବିନ୍ ସିଟିରେ ପ୍ରାଥମିକ ସ୍ତରରେ ଏହି ପ୍ଲାଣ୍ଟ ହେବ। ପରେ ପରେ ମ୍ୟୁନିସିପାଲିଟି କର୍ପୋରେଶନରେ ଏହାକୁ କରାଯିବ। ଖୁବ୍ଶୀଘ୍ର ବିଭାଗୀୟ ବୈଠକ ବସି ଏନେଇ ତ୍ୱରିତ ଦିଗରେ କାର୍ଯ୍ୟ ଆଗକୁ ବଢ଼ିବ ବୋଲି ମନ୍ତ୍ରୀ କହିଛନ୍ତି।
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ