ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ବୁଧବାର ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ ପୋଷ୍ଟରେ ଏହି ପବିତ୍ର ଅବସରରେ ସମସ୍ତଙ୍କ ମଙ୍ଗଳ ଏବଂ ସମୃଦ୍ଧି କାମନା କରିଛନ୍ତି।
ସେ ଲେଖିଛନ୍ତି, ‘ଆପଣମାନଙ୍କୁ ସମସ୍ତଙ୍କୁ ଗଣେଶ ଚତୁର୍ଥୀର ବହୁତ ବହୁତ ଶୁଭକାମନା। ଭକ୍ତି ଏବଂ ବିଶ୍ୱାସରେ ପରିପୂର୍ଣ୍ଣ ଏହି ପବିତ୍ର ଅବସର ସମସ୍ତଙ୍କ ପାଇଁ ଶୁଭ ହେଉ। ମୁଁ ପ୍ରଭୁ ଗଜାନନଙ୍କୁ ତାଙ୍କ ସମସ୍ତ ଭକ୍ତଙ୍କୁ ସୁଖ, ଶାନ୍ତି ଏବଂ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରିବାକୁ ପ୍ରାର୍ଥନା କରୁଛି। ଗଣପତି ବାପ୍ପା ମୋର୍ଯ୍ୟା!’

Leave A Reply

Your email address will not be published.