ନୂଆଦିଲ୍ଲୀ: ବୁଧବାର ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ ପୋଷ୍ଟରେ ଏହି ପବିତ୍ର ଅବସରରେ ସମସ୍ତଙ୍କ ମଙ୍ଗଳ ଏବଂ ସମୃଦ୍ଧି କାମନା କରିଛନ୍ତି।
ସେ ଲେଖିଛନ୍ତି, ‘ଆପଣମାନଙ୍କୁ ସମସ୍ତଙ୍କୁ ଗଣେଶ ଚତୁର୍ଥୀର ବହୁତ ବହୁତ ଶୁଭକାମନା। ଭକ୍ତି ଏବଂ ବିଶ୍ୱାସରେ ପରିପୂର୍ଣ୍ଣ ଏହି ପବିତ୍ର ଅବସର ସମସ୍ତଙ୍କ ପାଇଁ ଶୁଭ ହେଉ। ମୁଁ ପ୍ରଭୁ ଗଜାନନଙ୍କୁ ତାଙ୍କ ସମସ୍ତ ଭକ୍ତଙ୍କୁ ସୁଖ, ଶାନ୍ତି ଏବଂ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରିବାକୁ ପ୍ରାର୍ଥନା କରୁଛି। ଗଣପତି ବାପ୍ପା ମୋର୍ଯ୍ୟା!’
ପ୍ରମୁଖ ଖବର
ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍ ସହ ପଞ୍ଜାବ ପୁଲିସ୍ ଇନ୍ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ