ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ

0

ଭୁବନେଶ୍ବର;ପରିବହନ ସଚିବ ଉଷା ପାଢ଼ୀ ସୋମବାର ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ। ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌। କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ସରକାର ଏହି ପ୍ଲାନ୍ ରଖିଛନ୍ତି ବୋଲି ସେ କହିଛନ୍ତି।

ସେହିପରି, ସୁନାବେଡ଼ା, କୋରାପୁଟ୍, ବରଗଡ଼, ସମ୍ବଲପୁରକୁ ନେଇ ହେବ ଅନ୍ୟ ଏକ ଜୋନ୍। ଉତ୍ତରରେ ବି ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ହେବ ତୃତୀୟ ଜୋନ୍। ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ବ ନେଇଥିବା ସହରମାନଙ୍କୁ ନେଇ ହେବ ଜୋନ୍। କେବଳ ସହରାଞ୍ଚଳ ନୁହେଁ, ଅର୍ଥନୈତିକ କାରବାର ବୃଦ୍ଧି କରିବା ନେଇ ସରକାର ଲକ୍ଷ୍ୟ ରଖିଥିବା ପରିବହନ ସଚିବ ଉଷା ପାଢ଼ୀ କହିଛନ୍ତି।
ସେହିପରି ଉତ୍ତରରେ ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ତୃତୀୟ ଜୋନ ହେବ ବୋଲି ପରିବହନ ସଚିବ ପାଢ଼ୀ ଗଣମାଧ୍ୟମକୁ କହିଛନ୍ତି। ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ୱ ନେଉଥିବା ସହରମାନଙ୍କୁ ନେଇ ଏହି ଜୋନ କରାଯିବ। କେବଳ ସହରାଞ୍ଚଳ ନୁହେଁ, ଅର୍ଥନୈତିକ କାରବାର ବୃଦ୍ଧି ପାଇଁ ସରକାର ଲକ୍ଷ୍ୟ ରଖିଥିବା ସେ କହିଛନ୍ତି।

Leave A Reply

Your email address will not be published.