ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଦୁଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

0

ଛତିଶଗଡ଼: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲା ସିରସଟି ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଯୁବକଙ୍କୁ ନିର୍ମମ ହତ୍ୟା କରିଛନ୍ତି ଲାଲବାହିନୀ। ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ନକ୍ସଲ ଏବେ ନିଜର ସ୍ଥିତି ଜାହିର କରିବାକୁ ଯାଇ ପ୍ରତିଦିନ ହିଂସା ଘଟାଉଛନ୍ତି। ନିରୀହ ଆଦିବାସୀଙ୍କୁ ଟାର୍ଗେଟ କରି ପୋଲିସ ସୂଚନଦାତା ବୋଲି କହିବା ସହ ହତ୍ୟା କରି ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି।

Leave A Reply

Your email address will not be published.