ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର

0

କଟକ: କଟକରେ ଏକ ଅଭାବନୀୟ ଘଟଣା ଘଟିଛି। କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଦେହରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ମହିଳା ଜଣକ ନିଜେ ଜଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ନା ତାଙ୍କୁ କେହି ନିଆଁ ଲଗାଇ ଜାଳି ଦେବାକୁ ଉଦ୍ୟମ କରାଯାଇଛି ତାହା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

Leave A Reply

Your email address will not be published.