କଟକ: କଟକରେ ଏକ ଅଭାବନୀୟ ଘଟଣା ଘଟିଛି। କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଦେହରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ମହିଳା ଜଣକ ନିଜେ ଜଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ନା ତାଙ୍କୁ କେହି ନିଆଁ ଲଗାଇ ଜାଳି ଦେବାକୁ ଉଦ୍ୟମ କରାଯାଇଛି ତାହା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ