ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

0

ଭୁବନେଶ୍ଵର; ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ‘ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି। ନଭେମ୍ବରରେ ଦିଆଯିବ ପିଏମ୍‌ ଆବାସର କାର୍ଯ୍ୟାଦେଶ।’ ସେହିପରି ନୂଆ ପିଏମ୍‌ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ। ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ ଏବଂ କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.