ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏନ୍‌କାଉଣ୍ଟରରେ ୨ ହାର୍ଡକୋର୍ ମାଓବାଦୀ ନିହତ

0

ଵିଜାପୁର: ଛତିଶଗଡ଼-ମାଲକାନଗିରି ସୀମନ୍ତରେ ପୁଣି ଏନ୍‌କାଉଣ୍ଟର। ୨ ହାର୍ଡକୋର୍ ମାଓବାଦୀ ନିହତ। ଵିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହେବାଫଳରେ ନିହତ ହୋଇଛନ୍ତି ୨ ମାଓବାଦୀ। ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି।
୨ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି ସୁରକ୍ଷାକର୍ମୀ। ପୋଲିସର ଏନକାଉଣ୍ଟରରେ ଆହୁରି ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ରହିଛି। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି। ଏବେ ବି ଗୁଳି ବିନିମୟ ଜାରି ରହିଛି।
ଅନ୍ୟପଟେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ବଡ଼ ଧରଣର ମାଓ ଅପରେସନ ଚାଲିଛି। ପୋଲିସ ଓ ମାଓବାଦୀ ମଧ୍ୟରେ ଆଜି ବି ଗୁଳିବିନିମୟ ଜାରି ରହିଛି। ଗରିଆବନ୍ଧର ଇ-୩୦, ଏସଟିଏଫ ଏବଂ ସିଆରପିଏଫର କୋବ୍ରା ଜବାନ ମିଳିତ ଭାବେ ଅପରେସନକୁ ଜୋରଦାର କରିଛନ୍ତି। ଏବେବି ଜଙ୍ଗଲରେ ନକ୍ସଲଙ୍କ ମୃତଦେହ ପଡି ରହିଛି।

Leave A Reply

Your email address will not be published.