ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସୁଭଦ୍ରା ହିତାଧିକାରୀ ପାଇବେ ପେନ୍‌ସନ୍‌

0

ଭୁବନେଶ୍ବର: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ ।ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସାମାଜିକ ସୁରକ୍ଷା ବିଭାଗ ଚିଠି ଲେଖିଛି ।

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି। ୬୦ ବର୍ଷ ବୟସ ପରେ ଏମବିପିୱାଇ/ଏନଏସଏପି ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ। ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀ ସିଧାସଳଖ ଏମବିପିୱାଇ/ଏନଏସଏପି ରେ ଆସିବେ ନାହିଁ। ସେମାନେ ୬୦ ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ। ୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି।

Leave A Reply

Your email address will not be published.