ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

0

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି। ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ। ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ।

ବିଏମସି ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ। ହାଟରେ ଏନ୍‌ଫୋର୍ସମେଣ୍ଟ କଡାକଡ଼ି ହେବ, ଜରିପାଲ ଟାଣି ପାରିବେନି ଦୋକାନୀ। ଏକ ନମ୍ବର ମାର୍କେଟକୁ ମଡର୍ଣ୍ଣ ମାର୍କେଟ କରିବାକୁ ୧୮୬ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିଲା। ପାତ୍ରପଡା ଭଗବାନପୁର ହୋଲସେଲ୍ ମାର୍କେଟ ପାଇଁ ଟଙ୍କାର ଅଭାବ ରହିଛି। ଏସବୁ ପାଇଁ ସରକାର ଅର୍ଥ ଯୋଗେଇ ଦେଲେ କାମ ଆଗକୁ ବଢ଼ିବ ବୋଲି ମେୟର କହିଛନ୍ତି ।

Leave A Reply

Your email address will not be published.