ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

0

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି। ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ। ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ।

ବିଏମସି ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ। ହାଟରେ ଏନ୍‌ଫୋର୍ସମେଣ୍ଟ କଡାକଡ଼ି ହେବ, ଜରିପାଲ ଟାଣି ପାରିବେନି ଦୋକାନୀ। ଏକ ନମ୍ବର ମାର୍କେଟକୁ ମଡର୍ଣ୍ଣ ମାର୍କେଟ କରିବାକୁ ୧୮୬ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିଲା। ପାତ୍ରପଡା ଭଗବାନପୁର ହୋଲସେଲ୍ ମାର୍କେଟ ପାଇଁ ଟଙ୍କାର ଅଭାବ ରହିଛି। ଏସବୁ ପାଇଁ ସରକାର ଅର୍ଥ ଯୋଗେଇ ଦେଲେ କାମ ଆଗକୁ ବଢ଼ିବ ବୋଲି ମେୟର କହିଛନ୍ତି ।

Leave A Reply

Your email address will not be published.