ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

0

ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ ନିବେଦନ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏବଂ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୨୮ରେ ଏହି ତାରିଖ ସରୁଥିଲା। ବାତ୍ୟାକୁ ଦୃଷ୍ଟିରେ ରଖି ଏହି ତାରିଖକୁ ନଭେମ୍ବର ୩କୁ ଘୁଞ୍ଚାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

Leave A Reply

Your email address will not be published.