ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ବିଜେଡି ଛାଡ଼ି ପଦ୍ମ ଧରିଲେ ଅମର ପଟ୍ଟନାୟକ

0

ଭୁବନେଶ୍ବର: ବିଜେଡିକୁ ଜୋରଦାର୍‌ ଝଟକା। ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଉପସ୍ଥିତିରେ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଫୁଲତୋଡ଼ା ଦେଇ ଦଳକୁ ସ୍ବାଗତ କରିଥିଲେ। ଅମର ପଟ୍ଟନାୟକ ବିଜେଡି ଟିକେଟରେ ରାଜ୍ୟସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ l ତେବେ ରାଜ୍ୟସଭାରେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ବିଜେଡ଼ି ଦଳର ଆଇଟି ସେଲ ମୁଖ୍ୟ ଥିଲେ l

Leave A Reply

Your email address will not be published.