ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି

0

ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ପାଇଁ ପଞ୍ଜିକରଣ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଓ ଫି ଆଦାୟର ଶେଷ ତାରିଖ ନଭେମ୍ବର ୧୧ କୁ ଘୁଞ୍ଚାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସେହିପରି ନଭେମ୍ବର ୧୩ରୁ ୧୮ ତାରିଖ ମଧ୍ୟରେ ପଞ୍ଜିକରଣ ଓ ଫର୍ମପୂରଣ କଲେ ଛାତ୍ରଛାତ୍ରୀଙ୍କୁ ୨୦୦ଟଙ୍କା ଜରିମାନା ଏବଂ ନଭେମ୍ବର ୧୯ରୁ ୨୧ ମଧ୍ୟରେ ପଞ୍ଜିକରଣ ଓ ଫର୍ମପୂରଣ କଲେ ଛାତ୍ରଛାତ୍ରୀଙ୍କୁ ୬୦୦ଟଙ୍କା ଜରିମାନା ଦେବାକୁ ପଡ଼ିବ।

Leave A Reply

Your email address will not be published.