ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ

0

ନୂଆ ଦିଲ୍ଲୀ: ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ଦିନ ଏହା ଘୋଷଣା କରିଛନ୍ତି।

ଏକ୍ସରେ ଏ ସମ୍ପର୍କରେ ସୂଚନା ଦେଇ ରିଜିଜୁ କହିଛନ୍ତି ଯେ, ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଗ୍ରହଣ କରି ଡିସେମ୍ବର ୧ ରୁ ୧୯ ଯାଏ ସଂସଦର ଶୀତ ଅଧିବେଶନ ଚାଲୁ ରଖିବାକୁ ଅନୁମତି ଦେଇଛନ୍ତି।

ଗୋଟିଏ ଗଠନମୂଳକ ଓ ସଫଳ ଅଧିବେଶନର ଆଶା ରହିଛି, ଯାହା ଗଣତନ୍ତ୍ରକୁ ମଜବୁତ କରିବ ଏବଂ ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବ ବୋଲି ରିଜିଜୁ କହିଛନ୍ତି। ଏହି ସମୟ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପରେ ଆଲୋଚନା ହେବାର ଆଶା କରାଯାଉଛି।

Leave A Reply

Your email address will not be published.