ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ

0

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ। ତେବେ ନୀଳଗିରି ପରେ ଭୋଗରାଇ ଓ ବାଲେଶ୍ୱର ସହରରେ ମଧ୍ୟ ଗଣଦୌଡ଼ ଅନୁଷ୍ଠିତ ହେବ ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.