ଭୁବନେଶ୍ବର: ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି।
ମନୋଜ ମିଶ୍ର କୋମନା ବ୍ଲକ୍ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ। ପୂର୍ବରୁ ନୂଆପଡ଼ା ଜିଲ୍ଲା ବିଜେଡି ସଭାପତି ଥିଲେ, ଏବେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ଟିକେଟ୍ର ପ୍ରମୂଖ ଦାବିଦାର ଥିଲେ ମନୋଜ। ଉପନିର୍ବାଚନ ପ୍ରଚାର ଶେଷ ଦିନରେ ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ ସାରା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି।
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ