ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ପ୍ରକାଶ ପାଇଲା ସ୍ପେଶାଲ ଓଟିଇଟି ପରୀକ୍ଷା ଫଳ

0

ଭୁବନେଶ୍ବର: ପ୍ରକାଶ ପାଇଛି ସ୍ପେଶାଲ ଓଟିଇଟି-୨୦୨୫ ପରୀକ୍ଷା ଫଳ। ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ଶନିବାର ପ୍ରକାଶ ପାଇଛି। ପେପର-୧ରେ ୧୨ହଜାର ୯୮୮କୃତକାର୍ଯ୍ୟ ହୋଇଥିବା ବେଳେ ପାସ୍‌ ହାର ୪୭.୧୭ପ୍ରତିଶତ ରହିଛି। ସେହିପରି ପେପର-୨ରେ ୩୫ହଜାର ୧୬୫କୃତକାର୍ଯ୍ୟ ହୋଇଛନ୍ତି । ପାସ୍‌ ହାର ୭୮.୩୫ପ୍ରତିଶତ ରହିଛି। ମୋଟ ୪୮ହଜାର ୧୫୩ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ୬୬.୫୦ପ୍ରତିଶତ ପାସ ରହିଥିବା ବିଏସଇ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀ ମାନେ www.bseodisha.ac.inରେ ଫଳାଫଳ ଦେଖିପାରିବେ।

Leave A Reply

Your email address will not be published.