ଭୁବନେଶ୍ବର: ପ୍ରକାଶ ପାଇଛି ସ୍ପେଶାଲ ଓଟିଇଟି-୨୦୨୫ ପରୀକ୍ଷା ଫଳ। ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ଶନିବାର ପ୍ରକାଶ ପାଇଛି। ପେପର-୧ରେ ୧୨ହଜାର ୯୮୮କୃତକାର୍ଯ୍ୟ ହୋଇଥିବା ବେଳେ ପାସ୍ ହାର ୪୭.୧୭ପ୍ରତିଶତ ରହିଛି। ସେହିପରି ପେପର-୨ରେ ୩୫ହଜାର ୧୬୫କୃତକାର୍ଯ୍ୟ ହୋଇଛନ୍ତି । ପାସ୍ ହାର ୭୮.୩୫ପ୍ରତିଶତ ରହିଛି। ମୋଟ ୪୮ହଜାର ୧୫୩ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ୬୬.୫୦ପ୍ରତିଶତ ପାସ ରହିଥିବା ବିଏସଇ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀ ମାନେ www.bseodisha.ac.inରେ ଫଳାଫଳ ଦେଖିପାରିବେ।
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ