ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

0

ନ୍ୟୁଜ୍ ବ୍ୟୁରୋ: ପୋଲିସ ଓ ବିଏସଏଫକୁ ମିଳିଛି ଆଉ ଏକ ବଡ ସଫଳତା। ଏକ ଗୁମ୍ଫାରୁ ମାଓବାଦୀ ଲୁଚାଇଥିବା ବିସ୍ଫୋରକ ଜବତ ହୋଇଛି। କାଲିମେଳା ଥାନା ଦୁଲାଗୁଣ୍ଡି ଜଙ୍ଗଲରେ ବିଏସଏଫ ଏବଂ ଓଡ଼ିଶା ପୁଲିସ ପକ୍ଷରୁ ମିଳିତ କୋମ୍ବିଂ ସମୟରେ ପଥର ଗୁମ୍ଫା ତଳେ ଲୁଚାଇ ରଖାଯାଇଥିବା ଏହି ବିସ୍ଫୋରକର ସନ୍ଧାନ ମିଳିଥିଲା। ମାଓବାଦୀମାନେ ଏସବୁ ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡ଼ିଛି। ବିସ୍ଫୋରକ ମଧ୍ୟରେ ଗୋଟିଏ ବନ୍ଧୁକ, ୧୧୦ଟି ଜିଲାଟିନ ଷ୍ଟିକ, ମାଓବାଦୀ ପୁସ୍ତିକା, ୧୭୦ଟି ୭.୬୨ ଏମଏମ ଇଏଫସି, ୧୫୦ଟି କାଟ୍ରିଜ ରହିଛି।

Leave A Reply

Your email address will not be published.