ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ

0

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର। ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୬ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଟପ୍ ମାଓନେତା ଥିବା ସୂଚନା ମିଳିଛି।

ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମାରେଡୁମେଲ୍ଲୀରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସକାଳ ୬ଟାରୁ ୭ଟା ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା। ଗୁଳି ବିନିମୟରେ ଜଣେ ଶୀର୍ଷ ମାଓନେତାଙ୍କ ସମେତ ୬ଜଣ ମାଓବାଦୀ ନିହତ ହୋଇଥିଲେ। ବର୍ତ୍ତମାନ ସେଠାରେ ଏକ ବଡ କମ୍ବିଂ ଅପରେସନ ଚାଲିଥିବା ଡିଜିପି ହରିଶ କୁମାର ଗୁପ୍ତା ସୂଚନା ଦେଇଛନ୍ତି।

Leave A Reply

Your email address will not be published.