ନୂଆପଡା: ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ। ଶପଥ ଗ୍ରହଣ ପୂର୍ବରୁ ଜୟ ଢ଼ୋଲକିଆ ସପରିବାର ସହ ଆସି ବିଧାନସଭାରେ ପହଞ୍ଚିଥିଲେ। ନୂଆପଡା ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ। ଶପଥ ପାଠ କରାଇଲେ ବାଚସ୍ପତି ସୁରମା ପାଢ଼ୀ। ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ନେଲେ ଶପଥ। ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିଛନ୍ତି ଜୟ । ଶପଥ ଗ୍ରହଣ ବେଳେ ବିଜେପି ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ରହିବେ। ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ ।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍