ନୂଆପଡା: ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ। ଶପଥ ଗ୍ରହଣ ପୂର୍ବରୁ ଜୟ ଢ଼ୋଲକିଆ ସପରିବାର ସହ ଆସି ବିଧାନସଭାରେ ପହଞ୍ଚିଥିଲେ। ନୂଆପଡା ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ। ଶପଥ ପାଠ କରାଇଲେ ବାଚସ୍ପତି ସୁରମା ପାଢ଼ୀ। ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ନେଲେ ଶପଥ। ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିଛନ୍ତି ଜୟ । ଶପଥ ଗ୍ରହଣ ବେଳେ ବିଜେପି ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ରହିବେ। ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ ।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ