ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା

0

ଭୁବନେଶ୍ଵର: ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା। ଆସନ୍ତାକାଲି ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବେ ଶୁଭାଂଶୁ। ତେବେ ସେ ବିମାନ ବନ୍ଦରରେ ପହଞ୍ଚି ପ୍ରତିକ୍ରିୟା ଦେଇଛନ୍ତି। ଶୁଭାଂଶୁ କହିଛନ୍ତି, ଓଡିଶା ଆସି ମୁଁ ବହୁତ ଖୁସି। ପୂର୍ବରୁ ବି ଓଡିଶା ଆସିଥିଲି ବୋଲି କହିଛନ୍ତି ସେ କହିଛନ୍ତି।

ଓଡିଶାର ପିଲାମାନେ ପାଠ ପଢି ମହାକାଶ ବିଜ୍ଞାନରେ ଆଗକୁ ଯାଆନ୍ତୁ। ସେଠାକାର ଅନୁଭୂତି ଅତ୍ୟନ୍ତ ନିଆରା ଥିଲା, ସେହି ଅନୁଭୂତିକୁ ବାଣ୍ଟିବାକୁ ଓଡିଶା ଆସିଛି ବୋଲି ସେ କହିଛନ୍ତି। ଏରୋସ୍ପେଶ ପାଇଁ ଯେଉଁମାନେ ଆଗ୍ରହୀ ମୁଁ ଉତ୍ସାହିତ କରିବି ବୋଲି ନିଜ ପ୍ରତିକ୍ରିୟାରେ ଶୁଭାଂଶୁ କହିଛନ୍ତି।

Leave A Reply

Your email address will not be published.