ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

0

ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା। ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ।
ସେହିପରି ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ। ଏହା ସହ ଦେବଗଡ଼, ମାଲକାନଗିରି, ସୋନପୁରରେ ସ୍ବତନ୍ତ୍ର ପୋକ୍ସୋ କୋଟ ହେବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.