ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ

0

ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। BEOଙ୍କ ଏଭଳି ପଦକ୍ଷେପ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଶିକ୍ଷକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।

Leave A Reply

Your email address will not be published.