ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପଲିଥିନ୍‌ କାରଖାନାରେ ନିଆଁ

0

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

ଖବର ପାଇ କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଦୀର୍ଘ ସମୟର ଉଦ୍ୟମ ପରେ ନିଆଁ ଆୟତ୍ତ ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.