ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ପଲିଥିନ୍‌ କାରଖାନାରେ ନିଆଁ

0

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

ଖବର ପାଇ କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଦୀର୍ଘ ସମୟର ଉଦ୍ୟମ ପରେ ନିଆଁ ଆୟତ୍ତ ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.