ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ଘରେ ଭିଜିଲାନ୍ସ ରେଡ

0

ସୁନ୍ଦରଗଡ଼: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍ ଜୁନିଅର ଆକାଉଣ୍ଟାଣ୍ଟ ଭାବରେ ସୁନ୍ଦରଗଡ଼ରେ କାର୍ଯ୍ୟରତ।

ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ, ଗୋପାଳ ଗାଁରେ ଥିବା ଆବାସିକ ୩ ମହଲା କୋଠା, ତିନି ମହଲା ମାର୍କେଟ କମ୍ପ୍ଲେକ୍ସ ଏବଂ ଜିମ୍, କଲ୍ୟାଣ ମଣ୍ଡପ, ସୁନ୍ଦରଗଡ଼ରେ ଥିବା ତାଙ୍କ କାର୍ଯ୍ୟାଳୟ ଏବଂ ଭଡା ଘରେ ବିଭାଗ ରେଡ୍ କରିଛି।

ବାଲେଶ୍ୱରର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ୩ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଟିମ୍ ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲ୍ଲାର ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି।

Leave A Reply

Your email address will not be published.