ଭୁବନେଶ୍ବର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯାଏ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା ହେବ।
ପ୍ରମୁଖ ଖବର
ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ