ଭୁବନେଶ୍ବର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯାଏ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା ହେବ।
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ