ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର

0

୨୦୨୬ ବର୍ଷ ପାଇଁ ସି ଭି ରମଣ ସମ୍ମାନ ଚୟନ ପରିଷଦ ପକ୍ଷରୁ ସି ଭି ରମଣ ପୁରସ୍କାର ଘୋଷଣା ହୋଇଛି । ତେବେ ୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର । ସେମାନଙ୍କ ମଧ୍ୟରୁ ପଦାର୍ଥ ବିଜ୍ଞାନ ର ଗବେଷଣା କ୍ଷେତ୍ରରେ ମୁମ୍ବାଇ ସ୍ଥିତ ଭାବା ଆଣବିକ ଗବେଷଣା କେନ୍ଦ୍ରର ପୂର୍ବତନ ବରିଷ୍ଠ ବୈଜ୍ଞାନିକ ପ୍ରଫେସର ଅଶୋକ ଦାସ, ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଭୁବନେଶ୍ୱର ଏମସ ର ପ୍ରଫେସର ତୁଷାର ସୁଭଦର୍ଶନ ମିଶ୍ର , ଇଂନିଜିୟରିଂ ଶିକ୍ଷା କ୍ଷେତ୍ରରେ ୱାରାଙ୍ଗଲ ସ୍ଥିତ ଏନ. ଆଇ.ଟି ର ସହକାରୀ ପ୍ରଫେସର ଡ଼କ୍ଟର ସଞ୍ଜୟ କୁମାର ପଣ୍ଡାଙ୍କୁ ଯୁବ ବିଜ୍ଞାନୀ ପୁରସ୍କାର ଓ ପଶ୍ଚିମବଙ୍ଗର ଏମସ କଲ୍ୟାଣୀରୁ ପ୍ରଥମ ବର୍ଷର ଛାତ୍ର ଅରବିନ୍ଦ ସାହୁ ସି ଭି ରମଣ ଛାତ୍ର ପ୍ରତିଭା ସମ୍ମାନ ପାଇବେ। ଆସନ୍ତା ଜାତୀୟ ବିଜ୍ଞାନ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ ।

Leave A Reply

Your email address will not be published.