ନ୍ୟୁଜ୍ ବ୍ୟୁରୋ: ନୂଆ ଦଳ ଗଠନ ନେଇ ବଡ ସୂଚନା ଦେଲେ ମହମ୍ମଦ ମୋକିମ। ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ଆସନ୍ତା ୧୨ ତାରିଖ ଅର୍ଥାତ୍ ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ। ମାର୍ଚ୍ଚ ଶେଷ ସପ୍ତାହରେ ନୂଆ ଦଳ ଗଠିତ ହେବ। ମୋକିମ କହିଛନ୍ତି , ଉପକୂଳ ଜିଲ୍ଲାର ଯୁବ ନେତୃତ୍ୱ ଏକାଠି ହେବେ। ଦଳରେ ଯୁବକଙ୍କୁ ପ୍ରାଧାନ୍ୟ ଦିଆଯିବ। ଦଳର ନାମ କଂଗ୍ରେସ ସହ ରହିବ । କେଉଁ ନାମ ରହିବ ତାକୁ ନେଇ ଜ୍ୟୋତିଷଙ୍କ ସହ ବିଚାରବିମର୍ଶ ଚାଲିଛି। ଝିଅ ସୋଫିଆ ର୍ଫିଦ୍ଦୋସ ନିଜେ ନିଷ୍ପତ୍ତି ନେବେ ବୋଲି ମହମ୍ମଦ ମୋକିମ କହିଛନ୍ତି।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ