ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଦିଗପହଣ୍ଡି ମର୍ମନ୍ତୁଦ ଦୁର୍ଘଟଣା

0

୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହି ଦୁଇ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ୪ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ରାହୁଲ ନାଏକ ଏବଂ ପିତା ପଞ୍ଚ ନାଏକଙ୍କର ପ୍ରାଣହାନି ଘଟିଥିବା ଖବର ଜାଣି ଗଭୀର ଶୋକ ପ୍ରକାଶ କରୁଛି।

Leave A Reply

Your email address will not be published.