ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜାତୀୟ ପତାକା ଅବତରଣ ବେଳେ ଛାତ୍ର ମୃତ

0

କୁଜଙ୍ଗ: ଗଣତନ୍ତ୍ର ଦିବସରେ କୁଜଙ୍ଗ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛ। ଛାତ୍ର ଜଣଙ୍କ ହେଲେ ଓମ୍ ପ୍ରକାଶ ଦ୍ବିବେଦୀ।

ଖବରମୁତାବକ, କୋଚିଂ ସେଣ୍ଟର ଛାତ ଉପରୁ ଜାତୀୟ ପତାକା ଅବତରଣ ବେଳେ ଏଥିରେ ଲାଗିଥିବା ଜିଆଇ ରଡ୍ ଛାତ ଉପର ବିଦ୍ୟୁତ ତାରରେ ଲାଗିଯାଇଥିଲା। ଛାତ୍ରଜଣଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ମୃତ ଘୋଷଣା କରିଥିଲେ ଡାକ୍ତର। ମୃତ ଛାତ୍ର ଜଣକ ୧୦ମ ଶ୍ରେଣୀ ର ଛାତ୍ର ଓମ୍ ପ୍ରକାଶ ଦ୍ବିବେଦୀ। ସେ କୁଜଙ୍ଗ ସମାଗୋଳରେ ନିଜ ମାମୁଙ୍କ ଘରେ ରହି ପାଠ ପଢୁଥିଲା ଜିଆଇ ରଡ୍ ଛାତ ଉପର ବିଦ୍ୟୁତ ତାରରେ ଲାଗିଯାଇଥିଲା।


Leave A Reply

Your email address will not be published.